ଯାଜପୁର: ତୀର୍ଥଯାତ୍ରୀ ବସ୍ ଓଲଟି ୨୫ ଆହତ

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ମୂଳାପାଳ ନିକଟରେ ଗତକାଲି ରାତି ପ୍ରାୟ ଦୁଇଟା ବେଳେ ଏକ ତୀର୍ଥ ଯାତ୍ରୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଧର୍ମଶାଳା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ସହ ୧୨ ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବସ୍‌ରେ ୪୦ ଜଣ ତୀର୍ଥଯାତ୍ରୀ ଥିଲେ। ସେମାନେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲାର ବାସିନ୍ଦା। ସେମାନେ ତୀର୍ଥଯାତ୍ରାରେ କାଶୀ ଯାଉଥିଲେ।

bus

bus

Rakesh Mallick
  • Published: Tuesday, 24 May 2016
  • Updated: 24 May 2016, 05:48 AM IST

Sports

Latest News

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ମୂଳାପାଳ ନିକଟରେ ଗତକାଲି ରାତି ପ୍ରାୟ ଦୁଇଟା ବେଳେ ଏକ ତୀର୍ଥ ଯାତ୍ରୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଧର୍ମଶାଳା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ସହ ୧୨ ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ବସ୍‌ରେ ୪୦ ଜଣ ତୀର୍ଥଯାତ୍ରୀ ଥିଲେ। ସେମାନେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲାର ବାସିନ୍ଦା। ସେମାନେ ତୀର୍ଥଯାତ୍ରାରେ କାଶୀ ଯାଉଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos