ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କୁ କଳାପତାକ ପ୍ରଦର୍ଶନ

ଯାଜପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଯାଇଥିବା ବେଳେ ବିରୋଧୀ ଦଳର କର୍ମୀମାନେ ତାଙ୍କୁ କଳାପତାକା ପ୍ରଦର୍ଶନ କରିଥିଲେ। କଳାପତାକା ଦେଖାଇ ଥିବା କର୍ମୀଙ୍କୁ  ପୋଲିସ୍‌ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୁଖ୍ୟମନ୍ତ୍ରୀ ଆଜି ଯାଜପୁରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ପ୍ରଥମେ ସେ ଖରିଆ ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଶିଳାନ୍ୟାସ ଓ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ପରେ ବରୀ ଗୋପବନ୍ଧୁ ଚୌଧୁରୀ […]

jajpur

jajpur

Rakesh Mallick
  • Published: Friday, 07 October 2016
  • Updated: 07 October 2016, 02:40 PM IST

Sports

Latest News

ଯାଜପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଯାଇଥିବା ବେଳେ ବିରୋଧୀ ଦଳର କର୍ମୀମାନେ ତାଙ୍କୁ କଳାପତାକା ପ୍ରଦର୍ଶନ କରିଥିଲେ। କଳାପତାକା ଦେଖାଇ ଥିବା କର୍ମୀଙ୍କୁ  ପୋଲିସ୍‌ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ମୁଖ୍ୟମନ୍ତ୍ରୀ ଆଜି ଯାଜପୁରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ପ୍ରଥମେ ସେ ଖରିଆ ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଶିଳାନ୍ୟାସ ଓ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ।

ପରେ ବରୀ ଗୋପବନ୍ଧୁ ଚୌଧୁରୀ କଲେଜ ପଡ଼ିଆରେ  ପହଞ୍ଚି ସେଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବା ପରେ ପାଣିକୋଇଲିରେ ଆୟୋଜିତ ଏକ ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story