ଭୋଟରଙ୍କୁ ପ୍ରଭାବିତ କରି ଫସିଗଲେ ଦୁଇ ପୋଲିଂ କର୍ମଚାରୀ

ଯାଜପୁର (ଗୁଲାମ୍ ଗସ୍‌): ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଆଜି ଯାଜପୁର ଜିଲ୍ଲାପାଳ ଦୁଇ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ଏହା ସହିତ ସେମାନଙ୍କୁ ଗିରଫ ମଧ୍ୟ କରାଯାଇଛି। କାରଣ ସେମାନଙ୍କୁ ତୁରନ୍ତ ଗିରଫ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଦୁଇ କର୍ମଚାରୀ ହେଲେ ବୈକୁଣ୍ଠନାଥ ମଲ୍ଲିକ ଓ ଜନାର୍ଦ୍ଦନ ପୃଷ୍ଟି। ବୈକୁଣ୍ଠନାଥଙ୍କୁ ବିଞ୍ଝାରପୁରର ୧୯୧ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ଦିଆଯାଇଥିଲା। ସେହିପରି ଜନାର୍ଦ୍ଦନ, ସୁକିନ୍ଦାର ୧୯୬ ନମ୍ବର ବୁଥ୍‌ରେ […]

jail

jail

Jitendra Garnayak
  • Published: Monday, 29 April 2019
  • Updated: 29 April 2019, 12:52 PM IST

Sports

Latest News

ଯାଜପୁର (ଗୁଲାମ୍ ଗସ୍‌): ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଆଜି ଯାଜପୁର ଜିଲ୍ଲାପାଳ ଦୁଇ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ଏହା ସହିତ ସେମାନଙ୍କୁ ଗିରଫ ମଧ୍ୟ କରାଯାଇଛି। କାରଣ ସେମାନଙ୍କୁ ତୁରନ୍ତ ଗିରଫ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ଏହି ଦୁଇ କର୍ମଚାରୀ ହେଲେ ବୈକୁଣ୍ଠନାଥ ମଲ୍ଲିକ ଓ ଜନାର୍ଦ୍ଦନ ପୃଷ୍ଟି।

ବୈକୁଣ୍ଠନାଥଙ୍କୁ ବିଞ୍ଝାରପୁରର ୧୯୧ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ଦିଆଯାଇଥିଲା। ସେହିପରି ଜନାର୍ଦ୍ଦନ, ସୁକିନ୍ଦାର ୧୯୬ ନମ୍ବର ବୁଥ୍‌ରେ ଚତୁର୍ଥ ପୋଲିଂ ଅଫିସର ଭାବେ ନିଯୁକ୍ତ ହୋଇଥିଲେ।

ଏଦୁହେଁ ବୁଥ୍ ଭିତରେ ଭୋଟରଙ୍କୁ ନିର୍ଦ୍ଦିଷ୍ଟ ଦଳର ଚିହ୍ନରେ ଭୋଟ୍ ଦେବାକୁ କହୁଥିବାର ଭିଡିଓ ଜିଲ୍ଲାପାଳଙ୍କ ନିକଟରେ ପହଞ୍ଚିଥିଲା। ସେ ଭିଡିଓଗୁଡ଼ିକୁ ତର୍ଜମା କରିବା ପରେ ଦୁଇ ପୋଲିଂ କର୍ମଚାରୀଙ୍କୁ ନିଲମ୍ବନ କରିଥିଲେ।

ସୂଚନାଯୋଗ୍ୟ, ଆଜି କେନ୍ଦ୍ରାପଡ଼ାର ଆଳିରେ ଏକ ବୁଥ୍‌ରେ ଜଣେ ବ୍ୟକ୍ତି ଭୋଟିଂ ବେଳେ ଇଭିଏମ୍‌ ପାଖରେ ଉପସ୍ଥିତ ରହୁଥିବାର ଭିଡିଓ ଭାଇରାଲ୍ ହୋଇଛି। ଏଥିରେ ସେ ଭୋଟରଙ୍କୁ ପ୍ରଭାବିତ କରୁଥିବା ଦେଖିବାକୁ ମିଳିଛି। ଏନେଇ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ କୁହାଯାଇଛି ବୋଲି ଡିଜିପି ଆର୍‌ପି ଶର୍ମା ଟ୍ୱିଟ୍ କରି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story