ଯାଜପୁର: ମୃତଦେହ ଉଦ୍ଧାର କଲା ପୁଲିସ

ଯାଜପୁର(ଗୋଲାମ ଗସ୍‌): ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ ଛତିଆ ଅମରାବତୀ ପୀଠ ପଛପଟେ ପୁଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏଯାଏ ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆଜି ସନ୍ଧ୍ୟାରେ ଅମରାବତୀ ପୀଠର ପଛପଟରୁ ଦୁର୍ଗନ୍ଧ ବାହାରୁଥିଲା। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମେଡିକାଲକୁ […]

jajpur

jajpur

Manoranjan Sial
  • Published: Friday, 05 July 2019
  • Updated: 05 July 2019, 10:38 PM IST

Sports

Latest News

ଯାଜପୁର(ଗୋଲାମ ଗସ୍‌): ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ ଛତିଆ ଅମରାବତୀ ପୀଠ ପଛପଟେ ପୁଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏଯାଏ ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଜି ସନ୍ଧ୍ୟାରେ ଅମରାବତୀ ପୀଠର ପଛପଟରୁ ଦୁର୍ଗନ୍ଧ ବାହାରୁଥିଲା। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମେଡିକାଲକୁ ପଠାଇ ଦେଇଛି। ମୃତକଙ୍କୁ କେହି ଦୁର୍ବୃତ୍ତ ହତ୍ୟାକରି ଏଠାରେ ଫିଙ୍ଗିଦେଇଥିବା ପୁଲିସ ସନ୍ଦେହ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story