ଚଢ଼ିଗଲା ଅଜଣା ଗାଡ଼ି; ଏକ ସଙ୍ଗେ ଚାଲିଗଲା ୩ ସାଙ୍ଗଙ୍କ ଜୀବନ

କାଳିଆ ଦର୍ଶନ ପାଇଁ ବାହାରିଥିଲେ ୩ ସାଙ୍ଗ । ହେଲେ ମଝି ବାଟରେ ଘଟିଲା ଅଘଟଣ। ରାତି ଅଧରେ ଏକ ଅଜଣା ଗାଡ଼ି ଚଢ଼ି ଯିବାରୁ ରାସ୍ତା ଉପରେ ହିଁ ଜୀବନ ହାରିଲେ ୩ ସାଙ୍ଗ ।

Bike

ଦୁର୍ଘଟଣାଗ୍ରସ୍ତ ବାଇକ୍‌ ।

Niharika Rout
  • Published: Saturday, 13 May 2023
  • Updated: 13 May 2023, 10:00 AM IST

Sports

Latest News

କାଳିଆ ଦର୍ଶନ ପାଇଁ ବାହାରିଥିଲେ ୩ ସାଙ୍ଗ । ହେଲେ ମଝି ବାଟରେ ଘଟିଲା ଅଘଟଣ। ରାତି ଅଧରେ ଏକ ଅଜଣା ଗାଡ଼ି ଚଢ଼ି ଯିବାରୁ ରାସ୍ତା ଉପରେ ହିଁ ଜୀବନ ହାରିଲେ ୩ ସାଙ୍ଗ । ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡେଇ ଛକ ନିକଟରେ ଘଟିଛି ।

ମୃତକମାନେ ହେଲେ ଧର୍ମଶାଳା ଥାନା ମାନତିରା ଗ୍ରାମର ଅଭିଷେକ ସର (୨୨), ଧର୍ମଶାଳା ବ୍ଲକ ଚଡେଇଧରା ଅଞ୍ଚଳର ଅଞ୍ଚଳ ସାହୁ (୨୬) ଓ ଜଗତପୁର ଅଞ୍ଚଳର ଦେବାଶିଷ ନାୟକ (୨୪) ।

ଏହି ୩ ସାଙ୍ଗ ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲାର ମାଲତିରାରୁ ଏକ ବାଇକ୍‌ରେ ପୁରୀ ଯିବାକୁ ବାହାରିଥିଲେ। କିଛି ବାଟ ଯିବା ପରେ ଭୋର ପ୍ରାୟ ୩ଟା ସମୟରେ ଭାରସାମ୍ୟ ହରାଇ ଗାଡ଼ିଟି କଡେଇ ଛକ ନିକଟରେ ପଡିଯାଇଥିଲା। ଫଳରେ ୩ ସାଙ୍ଗ ରାସ୍ତା ଉପରେ ଛିଟିକି ପଡ଼ିଥିବା ବେଳେ ଆଉ ଉଠି ପାରି ନ ଥିଲେ। ଏହି ସମୟରେ ଏକ ଅଜଣା ଗାଡି ସେମାନଙ୍କ ଉପରେ ମାଡି ଯିବାରୁ ଘଟଣା ସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଥିଲା ।

Also Read

ଖବର ପାଇ ବଡ଼ଚଣା ପୁଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରି ବଡ଼ଚଣା ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ି ସମ୍ପର୍କରେ କିଛି ସୂଚନା ମିଳିନି।

ରିପୋର୍ଟ- ଯାଜପୁରରୁ ଗୁଲାମ ଗସ୍‌

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story