ଯାଜପୁର:ଯାଜପୁର ଜିଲ୍ଲା ରସଲପୁର ବ୍ଲକ୍ ଗୋପାଳପୁରଠାରେ ରାଜ୍ୟସ୍ତରୀୟ ପ୍ରଥମ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ରାଜ୍ୟ ସରକାରଙ୍କ ସହାୟତାରେ ୨୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହିଙ୍ଗୁଳା ଟସର ସମବାୟ ସମିତିର ପ୍ରିଣ୍ଟିଂ ୟୁନିଟିକୁ ଉଦଘାଟନ କରିଛନ୍ତି। ଏହାସହିତ ବୁଣାକାରମାନଙ୍କୁ ସୌର ଲଣ୍ଠନ ବଣ୍ଟନ କରାଯିବା ସହ ମହାତ୍ମାଗାନ୍ଧି ବୁଣାକାର ବୀମା ଯୋଜନାରେ ହିତାଧିକାରୀ ପରିବାରଙ୍କୁ ଚେକ୍ ପ୍ରଦାନ କରାଯାଇଥିଲା। ଏହି ଉଦଘାଟନୀ ଉତ୍ସବରେ ବରୀ ବିଧାୟକ, ଯୁଗ୍ମ ସଚିବ ରାଜା ପରିଜା, ଯାଜପୁର ଜିଲ୍ଲାପାଳ ସତ୍ୟ କୁମାର ମଲ୍ଲିକ ସମେତ ବହୁ ଅଧିକାରୀ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।