ବିପଦ ସଙ୍କେତ ଟପିଲା ଜଳକା ନଦୀ

ଜଳେଶ୍ୱର(ଅଜିତ ଦାସ): ବିପଦ ସଙ୍କେତ ଟପିଲା ଜଳକା ନଦୀ । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଙ୍କେତ ଟପିଛି ଜଳକା ନଦୀ ।  ଲଘୁଚାପଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଜଳସ୍ତର ବଢୁଛି।  ଯଦି ଏଭଳି ଭାବରେ ବର୍ଷା ଲାଗିରହେ, ତେବେ ବସ୍ତା ବ୍ଳକ୍‌ର ୧୦ଟି ପଞ୍ଚାୟତ ଏବଂ ସଦର ବ୍ଳକ୍ ର ୨ଟି ପଞ୍ଚାୟତରେ […]

jalaka

jalaka

Niharika Rout
  • Published: Saturday, 03 October 2020
  • Updated: 03 October 2020, 09:52 AM IST

Sports

Latest News

ଜଳେଶ୍ୱର(ଅଜିତ ଦାସ): ବିପଦ ସଙ୍କେତ ଟପିଲା ଜଳକା ନଦୀ । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଙ୍କେତ ଟପିଛି ଜଳକା ନଦୀ ।  ଲଘୁଚାପଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି ।

ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଜଳସ୍ତର ବଢୁଛି।  ଯଦି ଏଭଳି ଭାବରେ ବର୍ଷା ଲାଗିରହେ, ତେବେ ବସ୍ତା ବ୍ଳକ୍‌ର ୧୦ଟି ପଞ୍ଚାୟତ ଏବଂ ସଦର ବ୍ଳକ୍ ର ୨ଟି ପଞ୍ଚାୟତରେ ବନ୍ୟା ହେବାର ଆଶଙ୍କା ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story