ବିପଦ ସଙ୍କେତ ଟପିଲା ଜଳକା

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଂକେତ ଟପିଛି ଜଳକା ନଦୀ। ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ଏବେ ୬.୨୩ ମିଟରରେ ଜଳ ପ୍ରବାହିତ ହେଉଛି। ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି। ନଦୀର ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତ ୨ ଦିନ ଧରି ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ବଢୁଛି। ଯଦି ଏଭଳି ଭାବରେ ବର୍ଷା ଲାଗିରହେ, […]

jalaka-mo

jalaka-mo

Tapaswini Nayak
  • Published: Monday, 05 October 2020
  • Updated: 05 October 2020, 09:32 AM IST

Sports

Latest News

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଂକେତ ଟପିଛି ଜଳକା ନଦୀ। ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ଏବେ ୬.୨୩ ମିଟରରେ ଜଳ ପ୍ରବାହିତ ହେଉଛି। ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି।

ନଦୀର ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତ ୨ ଦିନ ଧରି ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ବଢୁଛି। ଯଦି ଏଭଳି ଭାବରେ ବର୍ଷା ଲାଗିରହେ, ତେବେ ବସ୍ତା ବ୍ଳକ୍ ର ୧୦ଟି ପଞ୍ଚାୟତ ଏବଂ ସଦର ବ୍ଳକ୍ ର ୨ଟି ପଞ୍ଚାୟତରେ ବନ୍ୟା ହେବାର ଆଶଙ୍କା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story