ଭୁବନେଶ୍ୱର:ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ବିୟୋଗରେ ଆଜି ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସେହିପରି ୭ ଦିନ ଧରି ରାଜ୍ୟବ୍ୟାପୀ ଶୋକ ପାଳନ କରାଯିବ। ବ୍ୟାଙ୍କ ଓ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ବନ୍ଦ ରହିବ ନେଗୋସିଏବଲ ଇନଷ୍ଟ୍ରୁମେଣ୍ଟସ ଆକ୍ଟ ଅନୁଯାୟୀ ଏହି ଘୋଷଣା କରାଯାଇଛି ।
ମୁଖ୍ୟମନ୍ତ୍ରୀ ନିଜର ଶୋକବ୍ୟକ୍ତ କରିବା ସହ ଗୋଟିଏ ଯୁଗର ଅବସାନ ଘଟିଲା ବୋଲି କହିଛନ୍ତି । ସେପଟେ ଜାନକୀଙ୍କ ବିୟୋଗ ଖବର ପ୍ରଚାର ପରେ ଭୁବନେଶ୍ୱର ବାସଭବନ ନିକଟରେ ଲୋକଙ୍କ ଭିଡ ଜମିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।