ଜାନୁଆରୀ ୧୫ରୁ ବିଜେଡିର ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ

ଭୁବନେଶ୍ୱର: ଜାନୁଆରୀ୧୫ରୁ ସାରା ରାଜ୍ୟରେ ବିଜେଡି କରିବ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ। ଏକ ମାସ ଧରି  ହେବାକୁ ଥିବା ଏହି କର୍ମୀ ସମ୍ମିଳନୀ ସମସ୍ତ ପଞ୍ଚାୟତ, ବ୍ଳକରେ କରାଯିବ। ଏହି କାର୍ଯ୍ୟକ୍ରମରେ ଦଳର ସମସ୍ତ ସାଂସଦ, ବିଧାୟକ, ବିଧାୟିକାଙ୍କ ସହ ନର୍ବାଚନ ପ୍ରତିନିଧି ଓ କର୍ମୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବିଜୁ ଜନତା ଦଳର କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଆହୁରି ବ୍ୟାପକ କରିବା ସହ ଏହାର ସୁଫଳ ଯେଭଳି ଲୋକଙ୍କ ପାଖରେ ପହଞ୍ଚିବ ସେନେଇ ଏହି କାର୍ଯ୍ୟକ୍ରମ କରାଯାଉଥିବା ଦଳ କହିଛି ।

ଆହୁରି ପଢ଼ନ୍ତୁ

ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ

୧୫ରୁ ଖୋଲିବ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଓପିଡି

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?