ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ ଆସନ୍ତାକାଲି: ଭୁବନେଶ୍ୱରରେ ଧର୍ମେନ୍ଦ୍ର, ସମ୍ବଲପୁରରେ ଜୁଏଲ, ବ୍ରହ୍ମପୁରରେ ମହେଶ ଶର୍ମା

ଭୁବନେଶ୍ୱର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାଠାରେ ତିନିଟି ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କରିବେ। ଏହି ତିନିଟି ଯୋଜନା ହେଲା- ୧) ଅଟଳ ପେନସନ୍ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା। ଓଡ଼ିଶାର ୩ଟି ସ୍ଥାନରେ କେନ୍ଦ୍ର ମନ୍ତ୍ରୀମାନେ ଏହି ସବୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଭୁବନେଶ୍ୱର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଡ. ଏସ.ସି ଜମିର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]

dharmendra

dharmendra

Rakesh Mallick
  • Published: Friday, 08 May 2015
  • Updated: 08 May 2015, 01:30 PM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାଠାରେ ତିନିଟି ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କରିବେ। ଏହି ତିନିଟି ଯୋଜନା ହେଲା- ୧) ଅଟଳ ପେନସନ୍ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା। ଓଡ଼ିଶାର ୩ଟି ସ୍ଥାନରେ କେନ୍ଦ୍ର ମନ୍ତ୍ରୀମାନେ ଏହି ସବୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଭୁବନେଶ୍ୱର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଡ. ଏସ.ସି ଜମିର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଉଷା ଦେବୀ ଯୋଗ ଦେବେ। ସମ୍ବଲପୁରଠାରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଏବଂ ବ୍ରହ୍ମପୁର ଠାରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଡଃ ମେହଶ ଶର୍ମା ଏହି ସବୁ ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story