କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟି ସହଯୋଗର ହାତ ବଢ଼ାଇଲେ ବୈଜୟନ୍ତ

ପାଟକୁରା(ମନୋଜ ସ୍ୱାଇଁ) : ଫୋନିର ତାଣ୍ଡବରେ କ୍ଷତିଗ୍ରସ୍ତ ହୋଇଛି କେନ୍ଦ୍ରାପଡ଼ା ଜିଲ୍ଲାର ଅନେକ ଅଞ୍ଚଳ। ଆଜି ଜିଲ୍ଲାର ବିଭିନ୍ନ କ୍ଷତିଗ୍ରସ୍ତ ସ୍ଥାନକୁ ଯାଇ ସ୍ଥିତି ପରଖିଛନ୍ତି  ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା। ଜିଲ୍ଲାର ବାରୁଅ ପଂଚାୟତର ଇଟିପୁର, ଗିଗହିଡ଼ିଆ, ନିଲିକନା ଅଞ୍ଚଳ ବୁଲି କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ସହଯୋଗର ହାତ ବଢାଇଛନ୍ତି ବୈଜୟନ୍ତ ପଣ୍ଡା। କେନ୍ଦ୍ରସରକାରଙ୍କ ପକ୍ଷରୁ ଆଗୁଆ ସହାୟତା ରାଶି ପ୍ରଦାନ କରାଯାଇଛି। ଆସନ୍ତା […]

jay-2

jay-2

Tapas Behera
  • Published: Sunday, 05 May 2019
  • Updated: 05 May 2019, 05:23 PM IST

Sports

Latest News

ପାଟକୁରା(ମନୋଜ ସ୍ୱାଇଁ) : ଫୋନିର ତାଣ୍ଡବରେ କ୍ଷତିଗ୍ରସ୍ତ ହୋଇଛି କେନ୍ଦ୍ରାପଡ଼ା ଜିଲ୍ଲାର ଅନେକ ଅଞ୍ଚଳ। ଆଜି ଜିଲ୍ଲାର ବିଭିନ୍ନ କ୍ଷତିଗ୍ରସ୍ତ ସ୍ଥାନକୁ ଯାଇ ସ୍ଥିତି ପରଖିଛନ୍ତି  ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା।

ଜିଲ୍ଲାର ବାରୁଅ ପଂଚାୟତର ଇଟିପୁର, ଗିଗହିଡ଼ିଆ, ନିଲିକନା ଅଞ୍ଚଳ ବୁଲି କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ସହଯୋଗର ହାତ ବଢାଇଛନ୍ତି ବୈଜୟନ୍ତ ପଣ୍ଡା।

କେନ୍ଦ୍ରସରକାରଙ୍କ ପକ୍ଷରୁ ଆଗୁଆ ସହାୟତା ରାଶି ପ୍ରଦାନ କରାଯାଇଛି। ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ପୁଣି ଓଡିଶା ଆସି ସ୍ଥିତି ସମୀକ୍ଷା କରିବା ପରେ ସହାୟତା ଯୋଗାଇବେ ବୋଲି କହିଛନ୍ତି ବୈଜୟନ୍ତ ପଣ୍ଡା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story