ଜୟଲଳିତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମନ୍ତ୍ରୀ ଦେବୀ ମିଶ୍ର

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀ ମିଶ୍ର ଚେନ୍ନାଇ ଯାଇ ଅସୁସ୍ଥ ଥିବା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ତାଙ୍କ ଆଶୁ ଆରୋଗ୍ୟ କାମନା ଜଣାଇଛନ୍ତି। ସେ ଜୟଲଳିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଅର୍ଥମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପନିରସେଲଭମ୍‌ଙ୍କ ସହ  ଆଲୋଚନା କରିଥିଲେ।

jaya

Rakesh Mallick
  • Published: Wednesday, 12 October 2016
  • , Updated: 12 October 2016, 12:09 PM IST

Related story