ଜାମିନ ପାଇଲେ ଜୟ ନାରାୟଣ

କଟକ(ଓଡ଼ିଶା ରିପୋର୍ଟର): ବିଜେପି ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ହାଇକୋର୍ଟରୁ ଅନ୍ତରୀଣ ଜାମିନ ମିଳିଛି। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ୫୦ହଜାର ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ତାଙ୍କୁ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନରେ ଯିବା ଲାଗି ଅନୁମତି ଦେଇଛନ୍ତି ହାଇକୋର୍ଟ। ଜୟନାରାୟଣ ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ବରଗଡ଼ ଜିଲ୍ଲା ବନାବିରା ଗୁଳିକାଣ୍ଡ ମାମଲାରେ ଗିରଫ ହୋଇଥିବା ଜୟନାରାୟଣ ଗତ ଏପ୍ରିଲ ୨୪ରେ ଏସସିବିରେ ଭର୍ତ୍ତି ହୋଇଥିଲେ। ଏଠାରେ ENT ବିଭାଗରେ ଚିକିତ୍ସାଧୀନ […]

jayanarayan-mishra (1)

jayanarayan-mishra (1)

Rakesh Mallick
  • Published: Tuesday, 15 May 2018
  • Updated: 15 May 2018, 07:25 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ବିଜେପି ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ହାଇକୋର୍ଟରୁ ଅନ୍ତରୀଣ ଜାମିନ ମିଳିଛି। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ୫୦ହଜାର ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ତାଙ୍କୁ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନରେ ଯିବା ଲାଗି ଅନୁମତି ଦେଇଛନ୍ତି ହାଇକୋର୍ଟ। ଜୟନାରାୟଣ ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି।

ବରଗଡ଼ ଜିଲ୍ଲା ବନାବିରା ଗୁଳିକାଣ୍ଡ ମାମଲାରେ ଗିରଫ ହୋଇଥିବା ଜୟନାରାୟଣ ଗତ ଏପ୍ରିଲ ୨୪ରେ ଏସସିବିରେ ଭର୍ତ୍ତି ହୋଇଥିଲେ। ଏଠାରେ ENT ବିଭାଗରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଗତ ୫ ତାରିଖରେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story