ଜୟନାରାୟଣ ମିଶ୍ର ହେବେ ବିରୋଧୀ ଦଳ ନେତା!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସକୁ ପଛରେ ପକାଇ ପ୍ରଥମଥର ପାଇଁ ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ପାଲଟିଥିବା ବିଜେପିର ବିଧାୟକ ଦଳର ବୈଠକ ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ସମ୍ବଲପୁର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ବିଜେପି ନିଜର ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ଭାବେ ଚୟନ କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ଜଣାପଡ଼ିଛି। ବିଜେପି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଏହି ବିଧାୟକ ଦଳ ବୈଠକରେ ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା […]

jainarayan-mishra

jainarayan-mishra

Tapaswini Nayak
  • Published: Friday, 21 June 2019
  • Updated: 21 June 2019, 10:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସକୁ ପଛରେ ପକାଇ ପ୍ରଥମଥର ପାଇଁ ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ପାଲଟିଥିବା ବିଜେପିର ବିଧାୟକ ଦଳର ବୈଠକ ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ସମ୍ବଲପୁର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ବିଜେପି ନିଜର ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ଭାବେ ଚୟନ କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ଜଣାପଡ଼ିଛି।
ବିଜେପି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଏହି ବିଧାୟକ ଦଳ ବୈଠକରେ ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ସାଂସଦ ସୁଶ୍ରୀ ସରୋଜ ପାଣ୍ଡେ ପର୍ଯ୍ୟବେକ୍ଷକ ଭାବେ ଯୋଗଦେବେ। ତାଙ୍କ ସହିତ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହଙ୍କ ସମେତ ଦଳର ବରିଷ୍ଠ ନେତାମାନେ ସାମିଲ ହେବେ।

ବିଜେପିର ୨୩ଜଣ ବିଧାୟକ ଚଳିତଥର ବିଧାନସଭାକୁ ଆସିଥିଲେ ମଧ୍ୟ ବରିଷ୍ଠତା ଓ ଅଭିଜ୍ଞତା ଦୃଷ୍ଟିରୁ ବିଧାୟକ ଦଳ ନେତା ପଦ ଦୌଡ଼ରେ ପ୍ରଦୀପ ନାୟକ ଓ ଶ୍ରୀ ମିଶ୍ରଙ୍କ ନାଁ ରହିଛି। ତେବେ ଦଳ ପକ୍ଷରୁ ଶ୍ରୀ ମିଶ୍ରଙ୍କୁ ଏହି ପଦରେ ଅବସ୍ଥାପିତ କରାଯିବ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story