ଓଡ଼ିଶାରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା

ଭୁବନେଶ୍ୱର: ଓଡ଼ିଶା ଆସିଛନ୍ତି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା। ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିଜେପି ସଭାପତି କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ନେତା ସ୍ୱାଗତ ଜଣାଇଥିଲେ । ଆଜି ରାଜ୍ୟର ଇନକମ୍ ଟାକ୍ସ, କଷ୍ଟମସ୍ ଓ ଏକ୍ସାଇଜ୍ ଅଧିକାରୀଙ୍କ ସହ ମନ୍ତ୍ରୀଙ୍କର ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମନ୍ତ୍ରୀ ସନ୍ଧ୍ୟା ସାଢେ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟର ଆର୍ଥକ ସ୍ଥିତି ପ୍ରସଙ୍ଗରେ ଆଲୋଚନା କରିବେ। ଏହାସହ ମରୁଡ଼ି […]

jayanata

jayanata

Rakesh Mallick
  • Published: Friday, 08 January 2016
  • Updated: 08 January 2016, 10:09 AM IST

Sports

Latest News

ଭୁବନେଶ୍ୱର: ଓଡ଼ିଶା ଆସିଛନ୍ତି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା। ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିଜେପି ସଭାପତି କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ନେତା ସ୍ୱାଗତ ଜଣାଇଥିଲେ । ଆଜି ରାଜ୍ୟର ଇନକମ୍ ଟାକ୍ସ, କଷ୍ଟମସ୍ ଓ ଏକ୍ସାଇଜ୍ ଅଧିକାରୀଙ୍କ ସହ ମନ୍ତ୍ରୀଙ୍କର ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ମନ୍ତ୍ରୀ ସନ୍ଧ୍ୟା ସାଢେ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟର ଆର୍ଥକ ସ୍ଥିତି ପ୍ରସଙ୍ଗରେ ଆଲୋଚନା କରିବେ। ଏହାସହ ମରୁଡ଼ି ଲାଗି କେନ୍ଦ୍ର ସରକାର ଦେଇଥିବା ଆର୍ଥିକ ସହାୟତା ସମ୍ପର୍କରେ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ସାଂସଦ ଏବଂ ବ୍ୟାଙ୍କ ଅଧିକାରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟ ଅର୍ଥ ବିଭାଗର ଅଧିକାରୀଙ୍କ ସହ ସାକ୍ଷାତକାର କରିବେ। ପରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଆଲୋଚନା କରିବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story