ସମ୍ବଲପୁର: ପୂର୍ବତନ ବିଧାୟକ ତଥା ବିଜେପି ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ଜାମିନ ମିଳିଛି। ସମ୍ବଲପୁର ଅତିରିକ୍ତ ଜିଲ୍ଲା ଦୈରାଜଜ୍ ଜୟନାରାୟଣଙ୍କୁ ଜାମିନ ଦେଇଛନ୍ତି। ୨ଜଣ ଜାମିନଦାର ଓ ୨୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଜାମିନ ଦିଆଯାଇଛି ବୋଲି ଜୟଙ୍କ ଓକିଲ ସତ୍ୟନାରାୟଣ ପଣ୍ଡା କହିଛନ୍ତି।
ସୁଚନାଯୋଗ୍ୟଯେ, ଗତ ୧୪ ତାରିଖ ଦିନ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ କର୍ତ୍ତବ୍ୟରତ ପୋଲିସ୍ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ ଉଦ୍ୟମ ଏବଂ ୧୪୪ ଧାରା ଭାଙ୍ଗିବା ଅଭିଯୋଗରେ ପୂର୍ବତନ ବିଧାୟକ ଜୟନାରାୟଣଙ୍କୁ ଗିରଫ କରାଯାଇଥିଲା।
ଗିରଫ ପରେ ଜାମିନ ନାମଞ୍ଚର ହେବାରୁ ତାଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ଜେଲକୁ ପଠାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।