ଜୟପୁରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁରର ଜର୍ପି-ମାଳିଗୁଡ଼ା ଷ୍ଟେସନ ମଝିରେ ଆଜି ଏକ  ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଯାଇଛି। ଲାଇନଚ୍ୟୁତ ୮ଟି ବଗିରୁ ୩ଟି ଓଲଟି ପଡ଼ିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଟ୍ରେନଟି ଛତିଶଗଡ଼ର ବଥିଲିରୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଯାଉଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ପରେ ଜୟପୁର-କୋରାପୁଟ-ଭୁବନେଶ୍ୱର-ଜଗଦଲପୁର ଏବଂ ବିଶାଖାପାଟଣା ମଧ୍ୟରେ ଚଳାଚଳ କରୁଥିବା ବହୁ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି।  କିଛି ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି।

ଆହୁରି ପଢ଼ନ୍ତୁ

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?

ମରିଗଲେଣି ଭଗବାନ, ତାଙ୍କ ନାଁରେ ଟଙ୍କା ଆଣି ଖାଇଗଲେ!

ଲେବାନନ୍ ବିସ୍ଫୋରଣ ପରେ ଚେତିଲେ ରାଜ୍ୟ ସରକାର

ରାଜ୍ୟରେ ଦୈନିକ ହେବ ୧ ଲକ୍ଷ କରୋନା ଟେଷ୍ଟ !