ମମିତା ହତ୍ୟା ମାମଲା; ମହାଲିଙ୍ଗରୁ ଜବତ ହେଲା ଜେସିବି, ସ୍କୁଟି

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ  ଆଣିଛି ପୋଲିସ । ମହାଲିଙ୍ଗରୁ ଏହି ଦୁଇ ଗାଡ଼ିକୁ ଜବତ କରି ସିନ୍ଧେକେଲା ଥାନାକୁ ଅଣାଯାଇଛି । ମମିତାଙ୍କୁ ହତ୍ୟା କରିବା ପରେ ଗୋବିନ୍ଦ ସାହୁ ଶବ ପୋତିବାକୁ ଏହି ଜେସିବି ବ୍ୟବହାର କରିଥିଲା  । ସେହିପରି ଶବ ପୋଡ଼ିବା ପାଇଁ ଟାୟାର ଆଣିବାକୁ ଏହି ସ୍କୁଟି ବ୍ୟବାହର କରିଥିଲା । ଜେସିବି ଓ […]

jcb,-scooty-seized

jcb,-scooty-seized

Niharika Rout
  • Published: Monday, 01 November 2021
  • Updated: 01 November 2021, 09:32 AM IST

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ  ଆଣିଛି ପୋଲିସ । ମହାଲିଙ୍ଗରୁ ଏହି ଦୁଇ ଗାଡ଼ିକୁ ଜବତ କରି ସିନ୍ଧେକେଲା ଥାନାକୁ ଅଣାଯାଇଛି । ମମିତାଙ୍କୁ ହତ୍ୟା କରିବା ପରେ ଗୋବିନ୍ଦ ସାହୁ ଶବ ପୋତିବାକୁ ଏହି ଜେସିବି ବ୍ୟବହାର କରିଥିଲା  । ସେହିପରି ଶବ ପୋଡ଼ିବା ପାଇଁ ଟାୟାର ଆଣିବାକୁ ଏହି ସ୍କୁଟି ବ୍ୟବାହର କରିଥିଲା । ଜେସିବି ଓ ସ୍କୁଟି ଜବତ କରି ଥାନାକୁ ଆଣିଲା ସିନ୍ଧେଇକେଲା ପୋଲିସ

ମମିତାକୁ ହତ୍ୟାକରୀ ମହାଲିଙ୍ଗ ସ୍କୁଲ ପଡିଆରେ ଜେ.ସି.ବି ସାହାଯ୍ୟରେ ଗାତଖୋଲି ପୋତିଦେଇଥିବା ପୋଲିସ କହିଥିଲା । ଏହା ସହିତ ଗୋବିନ୍ଦ ସାହୁ ନିଜ ସ୍କୁଟିରେ ଶବ ପୋଡିବା ପାଇଁ ଟାୟାର ଆଣିଥିବା ପୋଲିସକୁ କହିଥିଲା । ତେଣୁ ସିନ୍ଧେକେଲା ପୋଲିସ ମହାଲିଙ୍ଗରୁ ଘଟଣାରେ ବ୍ୟବହୃତ ଜେ.ସି.ବି ଏବଂ ଗୋବିନ୍ଦର ସ୍କୁଟିକୁ ଜବତ କରି ଥାନାକୁ ଆଣିଛି । ଜେ.ସି.ବି ଡ୍ରାଇଭର ଗାତ ଖୋଲିବା ଏବଂ ଗାତ ପୋତିବା କାମ କରିଥିଲେ, ମଧ୍ୟ ହତ୍ୟାକାଣ୍ଡ ସଂପର୍କରେ ଜାଣିନଥିବା କହିବାରୁ ତାକୁ ଛାଡି ଦେଇଥିଲା ପୁଲିସ୍‌ । ଏପରିକି ଜେ.ସି.ବି ଡ୍ରାଇଭରକୁ ପୋଲିସ ସାକ୍ଷୀ କରିଥିବା ଜଣାପଡିଛି ।  ଜେ.ସି.ବି ଡ୍ରାଇଭରକୁ ଛାଡି ଦେଇଥିଲେ ମଧ୍ୟ ଜେ.ସି.ବିକୁ ଜବତ କରିଛି ପୋଲିସ ॥ ତେଣୁ ଲୋକଙ୍କ ଭିତରେ ଏବେ ବଡ ପ୍ରଶ୍ନ, ଜେ.ସି.ବି ଦୋଷୀ ହେଲା, ଆଉ ଡ୍ରାଇଭର କିପରି ର୍ନିଦ୍ଦୋଷ ହେଲା । ପୋଲିସର ଏପରି ଫଣ୍ଡାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ।  ଏନେଇ ମୁହଁ ଖୋଲୁନି ସିନ୍ଧେକେଲା ପୋଲିସ କିମ୍ବା ବଡ ବଡିଆ ପୋଲିସ ଅଧିକାରୀ ।

ଅପରପକ୍ଷେ,  ମମିତା ହତ୍ୟା ଘଟଣାକୁ ନେଇ ଉଠୁଛି ପଡୁଛି ପଲ୍ଲୀରୁ ଦିଲ୍ଲୀ । ପୋଲିସର ତଦନ୍ତ ପ୍ରକ୍ରିୟାକୁ ନେଇ ସନ୍ଦେହ ପ୍ରକାଶ କରୁଛନ୍ତି ବିଭିନ୍ନ ରାଜନୈତିକ ଦଳ । ହତ୍ୟାକାରୀ ସହିତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କ ଘନିଷ୍ଠତା ଥିବାରୁ ତଦନ୍ତ ପ୍ରକ୍ରିୟା ପ୍ରଭାବିତ ହେଉଥିବା ଆଶଙ୍କା କରୁଛନ୍ତି ସାଧାରଣ ଲୋକେ ।  ଏସବୁ ଭିତରେ ପୋଲିସ ଗଣମାଧ୍ୟମକୁ ଆଢୁଆଲରେ ରଖି ନିଜର ତଦନ୍ତ ପ୍ରକ୍ରିୟା ଜାରି ରଖିଛି । ଏପରିକି ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଛନ୍ତି ବିଜେପି ଓ କଂଗ୍ରେସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story