ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ(ବିରଜା ପ୍ରସାଦ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ଼ ହୋଇଛି।   ଭିଜିଲାନ୍ସ କଟକ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି । ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି ।  ତେବେ କେତେ ପରିମାଣର […]

vigilance

Niharika Rout
  • Published: Wednesday, 04 November 2020
  • , Updated: 04 November 2020, 10:13 AM IST

ଅନୁଗୁଳ(ବିରଜା ପ୍ରସାଦ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ଼ ହୋଇଛି।   ଭିଜିଲାନ୍ସ କଟକ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି ।

ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି ।  ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନି।

Related story