କରୋନା ପାଇଁ ଘୁଞ୍ଚିଲା ଜେଇଇ ମେନ୍

ଭୁବନେଶ୍ୱର (ଓଡିଶା ରିପୋର୍ଟର): କରୋନା ପାଇଁ  ଜେଇଇ ମେନ୍‌କୁ ଘୁଞ୍ଚାଇ ଦିଆଯାଇଛି ।ସମଗ୍ର ଦେଶ ଏବେ ଲକ୍‌ଡାଉନ୍‌ ହୋଇଥିବାରୁ ଏପ୍ରିଲ ୫, ୭, ୯ ଓ ୧୧ ତାରିଖରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ବାତିଲ କରିଛି ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି। ମେ’ ଶେଷ ସପ୍ତାହରେ ଜେଇଇ ମେନ୍ ପରୀକ୍ଷା କରାଯିବା ନିମନ୍ତେ ପ୍ରସ୍ତାବ ରହିଛି। ତେବେ ପରିସ୍ଥିତି ଦେଖି ଆଗାମୀ କିଛି ସପ୍ତାହ ମଧ୍ୟରେ ପରୀକ୍ଷାର ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ […]

ରନନନ

ରନନନ

Tapaswini Nayak
  • Published: Wednesday, 01 April 2020
  • Updated: 01 April 2020, 09:35 AM IST

Sports

Latest News

ଭୁବନେଶ୍ୱର (ଓଡିଶା ରିପୋର୍ଟର): କରୋନା ପାଇଁ  ଜେଇଇ ମେନ୍‌କୁ ଘୁଞ୍ଚାଇ ଦିଆଯାଇଛି ।ସମଗ୍ର ଦେଶ ଏବେ ଲକ୍‌ଡାଉନ୍‌ ହୋଇଥିବାରୁ ଏପ୍ରିଲ ୫, ୭, ୯ ଓ ୧୧ ତାରିଖରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ବାତିଲ କରିଛି ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି। ମେ’ ଶେଷ ସପ୍ତାହରେ ଜେଇଇ ମେନ୍ ପରୀକ୍ଷା କରାଯିବା ନିମନ୍ତେ ପ୍ରସ୍ତାବ ରହିଛି।

ତେବେ ପରିସ୍ଥିତି ଦେଖି ଆଗାମୀ କିଛି ସପ୍ତାହ ମଧ୍ୟରେ ପରୀକ୍ଷାର ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଜେଇଇ ମେନ୍ ପାଇଁ ଆଡମିଟ କାର୍ଡ ଏପ୍ରିଲ ୧୫ ପରେ ମିଳିବ ବୋଲି ଏନଟିଏ କହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos