ପ୍ରକାଶ ପାଇଲା ଜେଇଇ ମେନ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇଛି ଜେଇଇ ମେନ ପରୀକ୍ଷାଫଳ। ୧୧ ଦିନ ପୂର୍ବରୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଆବେଦନ କରିଥିବା ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବସାଇଟ jeemain.nic.in ରୁ ରେଜଲ୍ଟ ଦେଖିପାରିବେ। ଚଳିତବର୍ଷ ଜେଇଇ ମେନ ପାଇଁ ୯ ଲକ୍ଷ ୨୯ହଜାର ୧୯୮ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। ଏଥିପାଇଁ ଦେଶର ବିଭିନ୍ନ ସ୍ଥାନ ସହ ବିଦେଶରେ ୪୬୭ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା। ପ୍ରଥମ ଥର ପାଇଁ ଚଳିତବର୍ଷ […]

IIT-JEE

IIT-JEE

Manoranjan Sial
  • Published: Saturday, 19 January 2019
  • Updated: 19 January 2019, 10:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇଛି ଜେଇଇ ମେନ ପରୀକ୍ଷାଫଳ। ୧୧ ଦିନ ପୂର୍ବରୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଆବେଦନ କରିଥିବା ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବସାଇଟ jeemain.nic.in ରୁ ରେଜଲ୍ଟ ଦେଖିପାରିବେ।

ଚଳିତବର୍ଷ ଜେଇଇ ମେନ ପାଇଁ ୯ ଲକ୍ଷ ୨୯ହଜାର ୧୯୮ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। ଏଥିପାଇଁ ଦେଶର ବିଭିନ୍ନ ସ୍ଥାନ ସହ ବିଦେଶରେ ୪୬୭ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା। ପ୍ରଥମ ଥର ପାଇଁ ଚଳିତବର୍ଷ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ପରୀକ୍ଷା କରାଯାଇଥିଲା। ଯେଉଁ ଛାତ୍ରଛାତ୍ରୀମାନେ ଜେଇଇ ମେନ୍‌ରେ ଯୋଗ୍ୟତା ହାସଲ କରି ନାହାନ୍ତି, ସେମାନଙ୍କ ପାଇଁ ଆଉ ଏକ ସୁଯୋଗ ରହିଛି। ଏଥିପାଇଁ ଏପ୍ରିଲ ମାସରେ ଆଉଥରେ ପରୀକ୍ଷା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story