ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲା ସେକ୍ଟର-୫ରେ ଥିବା ଏକ ସୁନା ଦୋକାନ ମାଲିକଙ୍କ ଉପରକୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛୁରା ମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ସୁନା ବ୍ୟବସାୟୀ ବିନାୟକ ପ୍ରସାଦଙ୍କୁ IGHରେ ଭର୍ତ୍ତି କରାଯାଇଛି ।
ମିଳିଥିବା ସୂଚନା ମୁତାବକ, ବିନାୟକ ରାତିରେ ଦୋକାନ ବନ୍ଦ କରି ଘରକୁ କାର୍ ଯୋଗେ ଫେରୁଥିଲେ। ମହତାବ ରୋଡ଼ରେ ତାଙ୍କ ଗାଡ଼ିକୁ କେତେକ ଦୁର୍ବୃତ୍ତ ଅଟକାଇ ତାଙ୍କ ଉପରକୁ ଛୁରା ମାଡ଼ କରିଥିଲେ। ଏଥିଯୋଗୁ ବିନାୟକଙ୍କ ଶରୀରର ୫ଟି ସ୍ଥାନରେ ଗଭୀର ଆଘାତ ଲାଗିଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପରିବାର ଲୋକେ ପହଞ୍ଚି ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ। ଏହାପରେ ପ୍ଲାଣ୍ଟସାଇଟ୍ ପୁଲିସ୍ ପହଞ୍ଚି ତନାଘନା ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ
ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା।
Crime
ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ
ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ ହିଁ ସେ ଟଳି ପଡ଼ିଲେ।
Science & Environment
ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍ ଶୀଘ୍ର ହେବ ଟ୍ରାଙ୍କୁଲାଇଜ
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶା ବନ ବିଭାଗ ଜିନ୍ନତକୁ ଟ୍ରାକ କରୁଛନ୍ତି । ଜିନ୍ନତକୁ ଖାଦ୍ୟ ଦେବା ପାଇଁ ଚେଷ୍ଟା କରାଯାଉଛି । ଖାଦ୍ୟ ଗ୍ରହଣ କରିବା ପରେ ତାକୁ ଟ୍ରାଙ୍କୁଲାଇଜ୍ କରାଯିବ ।
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।