କଟକ (ଓଡ଼ିଶା ରିପୋର୍ଟର): କଟକ ଜଗତପୁର ଆଇ ବି ରୋଡରେ ଥିବା ଏକ ଜୁଏଲେରୀ ଶୋ’ରୁମ ଚୋରୀ ଘଟଣାର ପର୍ଦ୍ଦାଫାସ ହୋଇଛି । ଏହି ଘଟଣାରେ ପୁଲିସ ୪ ଚୋର ଓ ଗହଣା କିଣିଥିବା ବ୍ୟବସାୟୀଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ଗହଣା ଦୋକାନରୁ ୩୫ କେଜି ସୁନା, ୪୦୦ଗ୍ରାମ ସୁନା ଓ ଟଙ୍କା ଚୋରି କରି ନେଇଥିଲେ । ଡିସେମ୍ବର୫ ତାରିଖରେ ଏହା ଚୋରି ହୋଇଥିଲା । ପୁଲିସ ଘଟଣାର ତଦନ୍ତ କରି ୨୫ କେଜି ରୁପା, ୩୮୫ ଗ୍ରାମ ସୁନା, ୧୨୪୦୦ ଟଙ୍କା, ଗୋଟିଏ କାର, ୨ଟି ମୋଟର ସାଇକେଲ ଓ ୪ଟି ମୋବାଇଲ ଜବତ କରିଛି । ପୁଲିସ ଏମାନଙ୍କୁ ରିମାଣ୍ଡରେ ଆଣି ପଚରାଉଚୁରା କରିବାକୁ ଯୋଜନା କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।