ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ଜୟପୁରକୁ ଆରମ୍ଭ ହୋଇଛି ବିମାନ ସେବା। ଆଜି ସକାଳ ୧୦ ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ଚଳାଚଳକୁ ଶୁଭାରମ୍ଭ କରିଛନ୍ତି। ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ ସପ୍ତାହକୁ ୬ ଦିନ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ାଣ ଭରିବ। ଏହି ବିମାନରେ ୯ଟି ସିଟ୍‌ ରହିଛି। ଭୁବନେଶ୍ୱରରୁ ଜୟପୁରକୁ ଭଡ଼ା ୨,୫୦୦ ଟଙ୍କା ରହିଛି। ତେବେ ପ୍ରାରମ୍ଭିକ ଭାବେ ଟିକେଟର ମୂଲ୍ୟ ୯୯୯ ଟଙ୍କା ରଖାଯାଇଛି। ଯାତ୍ରୀମାନେ indiaoneair.com ୱେବସାଇଟରେ […]

flight

flight

Tapaswini Nayak
  • Published: Monday, 31 October 2022
  • Updated: 31 October 2022, 02:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ଜୟପୁରକୁ ଆରମ୍ଭ ହୋଇଛି ବିମାନ ସେବା। ଆଜି ସକାଳ ୧୦ ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ଚଳାଚଳକୁ ଶୁଭାରମ୍ଭ କରିଛନ୍ତି।

ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ ସପ୍ତାହକୁ ୬ ଦିନ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ାଣ ଭରିବ। ଏହି ବିମାନରେ ୯ଟି ସିଟ୍‌ ରହିଛି। ଭୁବନେଶ୍ୱରରୁ ଜୟପୁରକୁ ଭଡ଼ା ୨,୫୦୦ ଟଙ୍କା ରହିଛି। ତେବେ ପ୍ରାରମ୍ଭିକ ଭାବେ ଟିକେଟର ମୂଲ୍ୟ ୯୯୯ ଟଙ୍କା ରଖାଯାଇଛି। ଯାତ୍ରୀମାନେ indiaoneair.com ୱେବସାଇଟରେ ଟିକେଟ ବୁକିଂ କରିପାରିବେ।

ବିମାନଟି ପ୍ରତିଦିନ ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱର ବିମାନବନ୍ଦରରୁ ଜୟପୁର ଅଭିମୁଖେ ଉଡ଼ାଣ ଭରିବ। ଅପରାହ୍ନ ଗୋଟାଏ ୨୦ରେ ଏହା ଜୟପୁରରେ ପହଞ୍ଚିବ। ଜୟପୁରରୁ ଏହା ଗୋଟାଏ ୪୦ରେ ବିଶାଖାପାଟଣା ଅଭିମୁଖେ ଯାତ୍ରା କରିବ।  ଅପରାହ୍ନ ୨ଟା ୩୦ରେ ଏହା ବିଶାଖାପାଟଣାରେ ପହଞ୍ଚିବ।

ଅପରାହ୍ନ ୩ଟାରେ ବିମାନଟି ବିଶାଖାପାଟଣାରୁ ବାହାରି ୩ଟା ୫୦ରେ ଜୟପୁରରେ ପହଞ୍ଚିବ। ୪ଟା ୫ରେ ଏହା ଜୟପୁରରୁ ବାହାରି ୫ଟା ୫୦ରେ ଭୁବନେଶ୍ୱରରେ ପହଞ୍ଚିବ।

ରାଜ୍ୟର ଚତୁର୍ଥ ବିମାନ ବନ୍ଦର ଭାବେ ଜୟପୁର ଏୟାରପୋର୍ଟକୁ ମିଳିଛି ଏରୋଡ୍ରମ୍ ଲାଇସେନ୍ସ। ଜୟପୁର ଏୟାର ପୋର୍ଟକୁ ବିମାନ ଉଡ଼ାଣ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଅନୁମତି ଦେଇଥିଲା । ‘ଉଡାନ୍’ ଯୋଜନାରେ ଜୟପୁର ବିମାନବନ୍ଦରକୁ ଲାଇସେନ୍ସ ପ୍ରଦାନ କରାଯାଇଥିବା ନେଇ DGCA ପକ୍ଷରୁ ସୂଚନା  ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Next Story

Trending

Photos

Videos