ଜୟପୁର: ବର୍ଷକର ଶିଶୁକୁ ଚେଙ୍କ 

ଜୟପୁର:କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ମାଝିଗୁଡ଼ାର ଯମୁନା ହନ୍ତାଳଙ୍କ ବର୍ଷକର ଶିଶୁକୁ ଚେଙ୍କ ଦିଆଯାଇଥିବା ଅଭିଯୋଗ ହୋଇଛି। ଜ୍ୱର ଭଲ  ନ ହେବାରୁ  ଶିଶୁକୁ ଚେଙ୍କ ଦିଆଯାଇଥିବା ଜଣାପଡ଼ିଛି। ଶିଶୁଟିର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ  ତାକୁ ବୈପାରୀଗୁଡ଼ା  ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ  ଭର୍ତ୍ତି କରାଯାଇଛି।