ଜୟପୁର:କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ୍ ଅନ୍ତର୍ଗତ ମାଝିଗୁଡ଼ାର ଯମୁନା ହନ୍ତାଳଙ୍କ ବର୍ଷକର ଶିଶୁକୁ ଚେଙ୍କ ଦିଆଯାଇଥିବା ଅଭିଯୋଗ ହୋଇଛି। ଜ୍ୱର ଭଲ ନ ହେବାରୁ ଶିଶୁକୁ ଚେଙ୍କ ଦିଆଯାଇଥିବା ଜଣାପଡ଼ିଛି। ଶିଶୁଟିର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାକୁ ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।