ପୋଲ ତଳକୁ ଖସିପଡ଼ିଲା ଓଡ଼ିଶା ତୀର୍ଥଯାତ୍ରୀ ବସ୍; ୧୫ ଆହତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡର ଟାଟା ନଗର ପାଖରେ ଓଡ଼ିଶାର ତୀର୍ଥଯାତ୍ରୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତୀର୍ଥଯାତ୍ରା ସାରି ଆଜମେରରୁ ଫେରୁଥିବା ବେଳେ ଶ୍ରୀରାମ ବେଞ୍ଜ ବସ୍ ଝାଡ଼ଖଣ୍ଡର ଟାଟା ସହର ନିକଟରେ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ୧୫ଜଣ ଆହତ ହୋଇଛନ୍ତି।  ସମସ୍ତ ଆହତଙ୍କୁ ଟାଟା ମେଡିକାଲରେ ଭର୍ତ୍ତି କରାଯାଇଛି। ଓଡ଼ିଶାରୁ ୫୦ଜଣଙ୍କୁ ନେଇ ଏହି ବସ୍ ଆଜମେର ଅଭିମୁଖେ ଯାଇଥିଲା। ଏହି ବସ୍‌ରେ କଟକ, କେନ୍ଦ୍ରାପଡ଼ା ଓ ସୋର ଅଞ୍ଚଳ ଲୋକ ତୀର୍ଥ ଯାଇଥିଲେ। […]

uuu

uuu

Rakesh Mallick
  • Published: Saturday, 24 March 2018
  • Updated: 24 March 2018, 03:11 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡର ଟାଟା ନଗର ପାଖରେ ଓଡ଼ିଶାର ତୀର୍ଥଯାତ୍ରୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତୀର୍ଥଯାତ୍ରା ସାରି ଆଜମେରରୁ ଫେରୁଥିବା ବେଳେ ଶ୍ରୀରାମ ବେଞ୍ଜ ବସ୍ ଝାଡ଼ଖଣ୍ଡର ଟାଟା ସହର ନିକଟରେ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ୧୫ଜଣ ଆହତ ହୋଇଛନ୍ତି।  ସମସ୍ତ ଆହତଙ୍କୁ ଟାଟା ମେଡିକାଲରେ ଭର୍ତ୍ତି କରାଯାଇଛି। ଓଡ଼ିଶାରୁ ୫୦ଜଣଙ୍କୁ ନେଇ ଏହି ବସ୍ ଆଜମେର ଅଭିମୁଖେ ଯାଇଥିଲା। ଏହି ବସ୍‌ରେ କଟକ, କେନ୍ଦ୍ରାପଡ଼ା ଓ ସୋର ଅଞ୍ଚଳ ଲୋକ ତୀର୍ଥ ଯାଇଥିଲେ।

ଖବର ଅନୁଯାୟୀ  ଟାଟା ନିକଟରେ ଏହି ବସ୍‌ଟି ରାସ୍ତା କଡ଼ରେ ପାର୍କିଂ କରି ଠିଆ ହୋଇଥିଲା। ଏହି ସମୟରେ ଏକ ଟ୍ରକ୍‌ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ବସଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story