ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ

ଝାରସୁଗୁଡ଼ା (ଭାଗିରଥୀ ସାହୁ ): ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ। ଏଥିନିମନ୍ତେ  ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ୨୦୧୯ ମାର୍ଚ୍ଚ ୧୯ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ଜିଲ୍ଲାପାଳଙ୍କ ନିଲମ୍ବନ ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ […]

jharsuguda-1.1..

jharsuguda-1.1..

Niharika Rout
  • Published: Wednesday, 14 August 2019
  • Updated: 14 August 2019, 12:42 PM IST

ଝାରସୁଗୁଡ଼ା (ଭାଗିରଥୀ ସାହୁ ): ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ ହେବେ ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ। ଏଥିନିମନ୍ତେ  ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।

ହାଇକୋର୍ଟଙ୍କ ୨୦୧୯ ମାର୍ଚ୍ଚ ୧୯ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ଜିଲ୍ଲାପାଳଙ୍କ ନିଲମ୍ବନ ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କେ. ବୀଣା ପଟ୍ଟନାୟକଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୭ରେ କରାଯିବା ପାଇଁ ଧାର୍ଯ୍ୟ ହୋଇଛି ।

ଆବେଦନକାରୀଙ୍କୁ ମଦ ଦୋକାନ ପାଇଁ ଲାଇସେନ୍ସ ମଞ୍ଜୁର ହୋଇଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ ଯୋଗୁଁ ସେ ଦୋକାନ ଖୋଲିପାରିନଥିଲେ । ଦୋକାନ ଖୋଲିନଥିବା ଅବଧି ପାଇଁ କିନ୍ତୁ ଅବକାରୀ ବିଭାଗ ତାଙ୍କ ନିକଟରୁ ଦେୟ ଦାବି କରିଥିଲା । ଅବକାରୀ ବିଭାଗର ଏହି ପଦକ୍ଷେପକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

୨୦୧୯ ମାର୍ଚ୍ଚ ୧୯ରେ ହାଇକୋର୍ଟ ମାମଲାର ଶୁଣାଣି କରି ସରକାରଙ୍କୁ ନୋଟିସ୍ ଜାରି କରିଥିଲେ । ଏଥିସହ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ ।  ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡ଼ା ଜିଲ୍ଲାପାଳ ଏପ୍ରିଲ ୨୫ରେ ସାନି ନିର୍ଦ୍ଦେଶନାମା ଜାରି କରିଥିଲେ । ସେ  ଉକ୍ତ ମଦ ଦୋକାନର ଲାଇସେନ୍ସ ରଦ୍ଦ କରି ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story