Advertisment

ଝାରସୁଗୁଡ଼ାରେ ପାସ୍‌ହାର ଅଧିକ, କୋରାପୁଟରେ କମ୍‌

ଭୁବନେଶ୍ୱର( ଭୁବନେଶ୍ୱର): ଚଳିତ ବର୍ଷର ମ୍ୟାଟ୍ରିକ୍‌ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏଥର ପାସ୍ ହାର ୭୦.୭୮ ପ୍ରତିଶତ ରହିଛି। ତେବେ ୮୨ଟି ବିଦ୍ୟାଳୟରେ ରେଜଲ୍ଟ ଶୂନ ରହିଛି। ଫଳାଫଳ ପ୍ରକାଶ ପରେ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଛି। ଝାରସୁଗୁଡ଼ାରେ ପାସ୍ ହାର ୮୫. ୪୮ ପ୍ରତିଶତ ରହିଛି। ସେହିପରି କୋରାପୁଟରେ ପାସ୍ ହାର ସର୍ବନିମ୍ନ ୫୦.୬୧ ପ୍ରତିଶତ ରହିଛି। ସେହିପରି ଗ୍ରେଡ୍‌ A1ରେ […]

ଅଦ୍ୟତନ ହୋଇଛି
ଝାରସୁଗୁଡ଼ାରେ ପାସ୍‌ହାର ଅଧିକ, କୋରାପୁଟରେ କମ୍‌

matric1

Advertisment

ଭୁବନେଶ୍ୱର( ଭୁବନେଶ୍ୱର): ଚଳିତ ବର୍ଷର ମ୍ୟାଟ୍ରିକ୍‌ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏଥର ପାସ୍ ହାର ୭୦.୭୮ ପ୍ରତିଶତ ରହିଛି। ତେବେ ୮୨ଟି ବିଦ୍ୟାଳୟରେ ରେଜଲ୍ଟ ଶୂନ ରହିଛି। ଫଳାଫଳ ପ୍ରକାଶ ପରେ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି।

Advertisment

ଝାରସୁଗୁଡ଼ା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଛି। ଝାରସୁଗୁଡ଼ାରେ ପାସ୍ ହାର ୮୫. ୪୮ ପ୍ରତିଶତ ରହିଛି। ସେହିପରି କୋରାପୁଟରେ ପାସ୍ ହାର ସର୍ବନିମ୍ନ ୫୦.୬୧ ପ୍ରତିଶତ ରହିଛି।

ସେହିପରି ଗ୍ରେଡ୍‌ A1ରେ ୧୧୮୦, A2ରେ ୯୯୩୮, B1ରେ୨୪୯୯୧ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଗ୍ରେଡ୍‌ B2ରେ ୪୬,୩୧୯, Cରେ ୭୬,୧୩୯ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଗତ ବର୍ଷ ତୁଳନାରେ ଏଥର ପାସ୍ ହାର ପାଖାପାଖି ୬ ପ୍ରତିଶତ ହ୍ରାସ ପାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe