ଝାରସୁଗୁଡ଼ାରୁ ୬ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଡ଼ାନ-୩ ଯୋଜନାରେ ଝାରସୁଗୁଡ଼ା ଏୟାରପୋର୍ଟକୁ ଚାଲିବ କମର୍ସିଆଲ୍‌ ବିମାନ ସେବା। ଝାରସୁଗୁଡ଼ାକୁ ଦେଶର ୬ଟି ସହରରୁ ବିମାନ ଚଳାଚଳ କରିବ ବୋଲି ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱର, କୋଲକାତା, ହାଇଦ୍ରାବାଦ, ମୁମ୍ବାଇ, ଦିଲ୍ଲୀ ଓ ରାୟପୁରରୁ ଝାରସୁଗୁଡ଼ାକୁ ବିମାନ ଚାଲିବ। କୋଲକାତାକୁ ସ୍ପାଇସ ଜେଟ୍, ଆଲିଆନ୍ସ ଏଭିଏସନ୍‌ ବିମାନ ଚାଲିବାକୁ ଥିବା ବେଳେ ଭୁବନେଶ୍ୱରକୁ ଆଲିଆନ୍ସ ଓ ଟର୍ବୋ ଏୟାରଲାଇନ୍ସର ବିମାନ […]

jharsuguda-airport

jharsuguda-airport

Manoranjan Sial
  • Published: Friday, 25 January 2019
  • Updated: 25 January 2019, 07:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଡ଼ାନ-୩ ଯୋଜନାରେ ଝାରସୁଗୁଡ଼ା ଏୟାରପୋର୍ଟକୁ ଚାଲିବ କମର୍ସିଆଲ୍‌ ବିମାନ ସେବା। ଝାରସୁଗୁଡ଼ାକୁ ଦେଶର ୬ଟି ସହରରୁ ବିମାନ ଚଳାଚଳ କରିବ ବୋଲି ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭୁବନେଶ୍ୱର, କୋଲକାତା, ହାଇଦ୍ରାବାଦ, ମୁମ୍ବାଇ, ଦିଲ୍ଲୀ ଓ ରାୟପୁରରୁ ଝାରସୁଗୁଡ଼ାକୁ ବିମାନ ଚାଲିବ। କୋଲକାତାକୁ ସ୍ପାଇସ ଜେଟ୍, ଆଲିଆନ୍ସ ଏଭିଏସନ୍‌ ବିମାନ ଚାଲିବାକୁ ଥିବା ବେଳେ ଭୁବନେଶ୍ୱରକୁ ଆଲିଆନ୍ସ ଓ ଟର୍ବୋ ଏୟାରଲାଇନ୍ସର ବିମାନ ଚାଲିବ। ସେହିଭଳି ଝାରସୁଗୁଡ଼ାରୁ ହାଇଦ୍ରାବାଦ ଓ ଦିଲ୍ଲୀକୁ ସ୍ପାଇସ୍‌ ଜେଟ୍, ମୁମ୍ବାଇକୁ ଜେଟ୍ ଏୟାରୱେଜ୍‌ ଓ ରାୟପୁରକୁ ଆଲିଆନ୍ସ, ଟର୍ବୋ ବିମାନ ଚାଲିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story