ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଡ଼ାନ-୩ ଯୋଜନାରେ ଝାରସୁଗୁଡ଼ା ଏୟାରପୋର୍ଟକୁ ଚାଲିବ କମର୍ସିଆଲ୍ ବିମାନ ସେବା। ଝାରସୁଗୁଡ଼ାକୁ ଦେଶର ୬ଟି ସହରରୁ ବିମାନ ଚଳାଚଳ କରିବ ବୋଲି ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଭୁବନେଶ୍ୱର, କୋଲକାତା, ହାଇଦ୍ରାବାଦ, ମୁମ୍ବାଇ, ଦିଲ୍ଲୀ ଓ ରାୟପୁରରୁ ଝାରସୁଗୁଡ଼ାକୁ ବିମାନ ଚାଲିବ। କୋଲକାତାକୁ ସ୍ପାଇସ ଜେଟ୍, ଆଲିଆନ୍ସ ଏଭିଏସନ୍ ବିମାନ ଚାଲିବାକୁ ଥିବା ବେଳେ ଭୁବନେଶ୍ୱରକୁ ଆଲିଆନ୍ସ ଓ ଟର୍ବୋ ଏୟାରଲାଇନ୍ସର ବିମାନ ଚାଲିବ। ସେହିଭଳି ଝାରସୁଗୁଡ଼ାରୁ ହାଇଦ୍ରାବାଦ ଓ ଦିଲ୍ଲୀକୁ ସ୍ପାଇସ୍ ଜେଟ୍, ମୁମ୍ବାଇକୁ ଜେଟ୍ ଏୟାରୱେଜ୍ ଓ ରାୟପୁରକୁ ଆଲିଆନ୍ସ, ଟର୍ବୋ ବିମାନ ଚାଲିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।