ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍‌ପେଣ୍ଡ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର):  ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳରୁ ସସ୍‌ପେଣ୍ଡ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଦଳ ପକ୍ଷରୁ ଜାରି ପ୍ରେସ ରିଲିଜରେ ସୂଚନା ଦିଆଯାଇଛି। ଶ୍ରୀ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ […]

jeeban

jeeban

Niharika Rout
  • Published: Thursday, 05 November 2020
  • Updated: 05 November 2020, 01:47 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର):  ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳରୁ ସସ୍‌ପେଣ୍ଡ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଦଳ ପକ୍ଷରୁ ଜାରି ପ୍ରେସ ରିଲିଜରେ ସୂଚନା ଦିଆଯାଇଛି।

ଶ୍ରୀ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲେ। ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଅକାଳ ମୃତ୍ୟୁ ଯୋଗୁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଶ୍ରୀ ଦାସ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ। ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ବିଜେଡି ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଶ୍ରୀ ଦାସ ବିଜେପି ଛାଡ଼ି ୨୦୦୯ ନିର୍ବାଚନ ପୂର୍ବରୁ ବିଜେଡିରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story