ଭୁବନେଶ୍ୱର: ବିଜୁ ପକ୍କା ଘର ଯୋଜନାକୁ ନିର୍ଧାରିତ ଦିନ ସୁଦ୍ଧା ଟାର୍ଗେଟ ପୁରଣ କରିବାକୁ ଜିଲ୍ଲାପାଳମାନଙ୍କୁ ସରକାର ନିର୍ଦେଶ ଦେଇଛନ୍ତି। ଭିଡିଓ କନଫ୍ରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କ ସହ ସଚିବାଳୟରେ ଆଲୋଚନା କରିଥିଲେ। ଏଥି ସହିତ ପ୍ରତି ସମବାର ଜିଲ୍ଲାମାଳ ଓ ଏସପିମାନେ ମିଳିତ ଶୁଣାଣି କରିବାକୁ ତାଗିଦ କରାଯାଇଛି। ଟେଣ୍ଡର ମାଫିଆମାନଙ୍କୁ ଦମନ କରିବା ସହ ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧ ଘଟାଉଥିବା ଲୋକଙ୍କ ଉପରେ ତିଖ୍ନ ନଜର ରଖିବାକୁ ନିର୍ଦେଶ ଦିଆଯାଇଛି। ପଞ୍ଜ।ୟତିରାଜ ମନ୍ତ୍ରୀ ଅରୁଣ ସାହୁ ଏବଂ ଡିଜି ସଂଜୀବ ମାରିଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସପିମାନଙ୍କ ସହ ଆଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।