ଖବର ସଂଗ୍ରହ କରୁଥିବା ବେଳେ ସାମ୍ବାଦିକଙ୍କୁ ମାଡ଼ି ବସିଲେ ବନକର୍ମଚାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଶ୍ୱ ପ୍ରେସ୍ ଫ୍ରିଡମ ଡେରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ । ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଖବର ସଂଗ୍ରହ ବେଳେ କିଛି ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ବନବିଭାଗର କର୍ମଚାରୀ କ୍ୟାମେରା ଭାଙ୍ଗିଦେଇଥିବା ନେଇ ଅଭିଯୋଗ ହୋଇଛି । ଆଜି ବାତ୍ୟା ଫୋନିକୁ ବର୍ଷେ ପୁରିଛି । ସେହି ସମୟରେ ଫୋନିର ତାଣ୍ଡବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଥିଲା ପୁରୀ ଜିଲ୍ଲା ଉପକୂଳ ଅଞ୍ଚଳ।  ବାଲୁଖଣ୍ଡ ଅଭୟାରଣ୍ୟର ହଜାର ହଜାର […]

890-1

890-1

Tapas Behera
  • Published: Sunday, 03 May 2020
  • Updated: 03 May 2020, 04:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଶ୍ୱ ପ୍ରେସ୍ ଫ୍ରିଡମ ଡେରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ । ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଖବର ସଂଗ୍ରହ ବେଳେ କିଛି ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ବନବିଭାଗର କର୍ମଚାରୀ କ୍ୟାମେରା ଭାଙ୍ଗିଦେଇଥିବା ନେଇ ଅଭିଯୋଗ ହୋଇଛି । ଆଜି ବାତ୍ୟା ଫୋନିକୁ ବର୍ଷେ ପୁରିଛି ।

ସେହି ସମୟରେ ଫୋନିର ତାଣ୍ଡବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଥିଲା ପୁରୀ ଜିଲ୍ଲା ଉପକୂଳ ଅଞ୍ଚଳ।  ବାଲୁଖଣ୍ଡ ଅଭୟାରଣ୍ୟର ହଜାର ହଜାର ଗଛ ଭୁଷୁଡିପଡିଥିଲା।  ତେଣୁ ଏନେଇ ଖବର ସଂଗ୍ରହ ପାଇ ଯାଇଥିବା ବେଳେ ବାଲୁଖଣ୍ଡ ଅଭୟାରଣ୍ୟରେ ବନ ବିଭାଗର କର୍ମଚାରୀଙ୍କ ଅକ୍ରୋଶର ଶିକାର ହୋଇଥିଲେ। ଏଭଳି  ଆକ୍ରମଣକୁ ସାଧାରଣରେ ନିନ୍ଦା କରାଯାଇଛି। ତେବେ ଏନେଇ ବନ ବିଭାଗ କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିପାରିନି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story