ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଶ୍ୱ ପ୍ରେସ୍ ଫ୍ରିଡମ ଡେରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ । ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଖବର ସଂଗ୍ରହ ବେଳେ କିଛି ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ବନବିଭାଗର କର୍ମଚାରୀ କ୍ୟାମେରା ଭାଙ୍ଗିଦେଇଥିବା ନେଇ ଅଭିଯୋଗ ହୋଇଛି । ଆଜି ବାତ୍ୟା ଫୋନିକୁ ବର୍ଷେ ପୁରିଛି ।
ସେହି ସମୟରେ ଫୋନିର ତାଣ୍ଡବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଥିଲା ପୁରୀ ଜିଲ୍ଲା ଉପକୂଳ ଅଞ୍ଚଳ। ବାଲୁଖଣ୍ଡ ଅଭୟାରଣ୍ୟର ହଜାର ହଜାର ଗଛ ଭୁଷୁଡିପଡିଥିଲା। ତେଣୁ ଏନେଇ ଖବର ସଂଗ୍ରହ ପାଇ ଯାଇଥିବା ବେଳେ ବାଲୁଖଣ୍ଡ ଅଭୟାରଣ୍ୟରେ ବନ ବିଭାଗର କର୍ମଚାରୀଙ୍କ ଅକ୍ରୋଶର ଶିକାର ହୋଇଥିଲେ। ଏଭଳି ଆକ୍ରମଣକୁ ସାଧାରଣରେ ନିନ୍ଦା କରାଯାଇଛି। ତେବେ ଏନେଇ ବନ ବିଭାଗ କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିପାରିନି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।