ଯୁବ ସାମ୍ୱାଦିକଙ୍କୁ ନେଇଗଲା କରୋନା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆଉ ଜଣେ ଯୁବ ସାମ୍ୱାଦିକଙ୍କୁ ହରାଇଛି ଓଡ଼ିଶା। କରୋନାରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଉଛନ୍ତି ପ୍ରଦୀପ କିଶୋର ସାହୁ। ସେ ଏକ ଦୈନିକ ଖବରକାଗର ଗଞ୍ଜାମ ଜିଲ୍ଲା ପ୍ରତିନିଧି ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଦୀପ କିଶୋର ସାହୁ ୧୫ ଦିନ ତଳେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି […]

journalist

journalist

Manoranjan Sial
  • Published: Friday, 07 May 2021
  • Updated: 07 May 2021, 04:35 PM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆଉ ଜଣେ ଯୁବ ସାମ୍ୱାଦିକଙ୍କୁ ହରାଇଛି ଓଡ଼ିଶା। କରୋନାରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଉଛନ୍ତି ପ୍ରଦୀପ କିଶୋର ସାହୁ। ସେ ଏକ ଦୈନିକ ଖବରକାଗର ଗଞ୍ଜାମ ଜିଲ୍ଲା ପ୍ରତିନିଧି ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଦୀପ କିଶୋର ସାହୁ ୧୫ ଦିନ ତଳେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଏହା ପୂର୍ବରୁ ଅର୍ଥାତ ମାସକ ଭିତରେ ଗଞ୍ଜାମ ଜିଲ୍ଲାରେ ୪ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ନେଇଛି କରୋନା। ସେମାନେ ହେଲେ ମନୋଜ କୁମାର ସାହୁ, ଗୋବିନ୍ଦ ବେହେରା, କରୁଣାକର ସାହୁ ଓ ନରେଶ ବେହେରା। ଏହାଛଡ଼ା ଅନେକ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story