ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷୀୟାନ ସାମ୍ବାଦିକ ଦିଲୀପ ଶତପଥୀଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। କର୍କଟ ରୋଗରେ ପୀଡ଼ିତ ଥିବା ଦିଲୀପ ଗତ କିଛି ମାସ ହେଲା ଅସୁସ୍ଥ ହୋଇପଡ଼ିଥିଲେ। ଏଥିଯୋଗୁ ସେ ନିୟମିତ ଭାବେ ଚିକିତ୍ସିତ ହେଉଥିଲେ। ଗତ ସନ୍ଧ୍ୟାରେ ତାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ୧୯୬୩ ମସିହାରେ ଜନ୍ମ ଗ୍ରହଣ କରିଥିବା ଦିଲ୍ଲୀପ […]

dillip-2..1

dillip-2..1

Niharika Rout
  • Published: Monday, 09 September 2019
  • Updated: 09 September 2019, 07:49 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷୀୟାନ ସାମ୍ବାଦିକ ଦିଲୀପ ଶତପଥୀଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। କର୍କଟ ରୋଗରେ ପୀଡ଼ିତ ଥିବା ଦିଲୀପ ଗତ କିଛି ମାସ ହେଲା ଅସୁସ୍ଥ ହୋଇପଡ଼ିଥିଲେ। ଏଥିଯୋଗୁ ସେ ନିୟମିତ ଭାବେ ଚିକିତ୍ସିତ ହେଉଥିଲେ। ଗତ ସନ୍ଧ୍ୟାରେ ତାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

୧୯୬୩ ମସିହାରେ ଜନ୍ମ ଗ୍ରହଣ କରିଥିବା ଦିଲ୍ଲୀପ ଓଡ଼ିଶା ସାମ୍ବାଦିକତା ଜଗତରେ ଦୀର୍ଘ ବର୍ଷ ଧରି ସକ୍ରିୟ ଥିଲେ। ବିଜନେସ୍ ଷ୍ଟାଣ୍ଡାର୍ଡର ରେସିଡେନସିଆଲ ଏଡିଟର ଭାବେ ସେ ପ୍ରାୟ ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେବ କାର୍ଯ୍ୟ କରୁଥିଲେ । ତାଙ୍କ ନିଆରା ଓ ଅମାୟିକ ବ୍ୟକ୍ତିତ୍ୱ ଯୋଗୁ ସେ ଖୁବ୍‌ ଲୋକପ୍ରିୟ ହୋଇପାରିଥିଲେ । ଅବେଳରେ ତାଙ୍କ ମୃତ୍ୟୁକୁ ନେଇ ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story