ଜୟପୁର: ବାଇକ୍‌ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ୍ ଅନ୍ତର୍ଗତ ରାଣିଗୁଡ଼ାର ବରିପୁରଠାରେ ଆଜି ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋଜ କୁମାର ଖୋରା। ତାଙ୍କ ଘର ଜୟପୁରରେ। ମୃତ ମନୋଜଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ମନୋଜ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ରାସ୍ତାକାମ ଚାଲିଥିବାରୁ ମନୋଜ ଭାରସାମ୍ୟ ହରାଇ ପଡ଼ି ଯାଇଥିଲେ ବୋଲି ଜଣାପଡ଼ିଛି। ତେବେ ବିସିଂହପୁର […]

joypore accident

joypore accident

Rakesh Mallick
  • Published: Wednesday, 01 June 2016
  • Updated: 01 June 2016, 10:26 AM IST

Sports

Latest News

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ୍ ଅନ୍ତର୍ଗତ ରାଣିଗୁଡ଼ାର ବରିପୁରଠାରେ ଆଜି ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋଜ କୁମାର ଖୋରା। ତାଙ୍କ ଘର ଜୟପୁରରେ। ମୃତ ମନୋଜଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ।

ମନୋଜ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ରାସ୍ତାକାମ ଚାଲିଥିବାରୁ ମନୋଜ ଭାରସାମ୍ୟ ହରାଇ ପଡ଼ି ଯାଇଥିଲେ ବୋଲି ଜଣାପଡ଼ିଛି। ତେବେ ବିସିଂହପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story