ଶ୍ରୀମନ୍ଦିରରେ ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ଆସିଛି। ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡ଼ିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି, ଦର୍ଶନ ଲାଗି ଆସୁଥିବା ୬୦ ହଜାର ଭକ୍ତଙ୍କ ପାଇଁ ରହିବା ବନ୍ଦୋବସ୍ତ କରିବା, ସହରର ନାଳନର୍ଦ୍ଦମା ପାଣି ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ବସାଇବା, ଶ୍ରୀ ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ମିଶି ଜଗନ୍ନାଥ ସଂସ୍କୃତିର […]

puri-1

puri-1

Jyoshna Pradhan
  • Published: Monday, 04 November 2019
  • Updated: 04 November 2019, 03:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ଆସିଛି। ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡ଼ିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି, ଦର୍ଶନ ଲାଗି ଆସୁଥିବା ୬୦ ହଜାର ଭକ୍ତଙ୍କ ପାଇଁ ରହିବା ବନ୍ଦୋବସ୍ତ କରିବା, ସହରର ନାଳନର୍ଦ୍ଦମା ପାଣି ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ବସାଇବା, ଶ୍ରୀ ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ମିଶି ଜଗନ୍ନାଥ ସଂସ୍କୃତିର ପ୍ରଚାର ପାଇଁ ସ୍କୁଲ କଲେଜ ପ୍ରତିଷ୍ଠା କରିବା ଆଦି ଅନ୍ତର୍ଭୁକ୍ତ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story