ଭୁବନେଶ୍ୱର: ଗତବର୍ଷ ଭଳି ଯୁକ୍ତ ଦୁଇ ପରୀକ୍ଷାରେ ଏଥର ବି ଝିଅମାନଙ୍କ ଫଳାଫଳ ଭଲ ରହିଛି। ଝିଅମାନେ ପୁଅମାନଙ୍କ ଠାରୁ ଆଗରେ ରହିଛନ୍ତି। ଏଥର ସାମଗ୍ରିକ ଭାବେ କଳା, ବିଜ୍ଞାନ ଓ ବାଣିଜ୍ୟରେ ଝିଅ ମାନଙ୍କ ପାସ୍ ହାର ଅଧିକ ରହିଛି।
କଳାରେ ୮୧.୪୯% ଛାତ୍ରୀ ପାସ୍ କରିଥିବା ବେଳେ ବିଜ୍ଞାନ ଓ ବାଣିଜ୍ୟରେ ଯଥାକ୍ରମେ ୮୩.୨୩% ଓ ୭୫.୬୭% ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।
ଅନ୍ୟପକ୍ଷରେ କଳାରେ ୭୦.୧୬% ଛାତ୍ର ପାସ୍ କରିଥିବା ବେଳେ ବିଜ୍ଞାନ ଓ ବାଣିଜ୍ୟରେ ଯଥାକ୍ରମେ ୭୮.୫୧% ଓ ୬୬.୮୦% ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି।
କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ୧୧.୩୩% ଅଧିକ ରହିଛି। ସେହିପରି ବିଜ୍ଞାନରେ ଛାତ୍ରୀଙ୍କ ପାସ୍ ହାର ଛାତ୍ରଙ୍କ ଠାରୁ ୪.୨୨% ଅଧିକ ରହିଛି। ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ୮.୮୭% ଅଧିକ ରହିଛି।
ଗତବର୍ଷ ସାମଗ୍ରିକ ଭାବେ କଳା, ବିଜ୍ଞାନ ଓ ବାଣିଜ୍ୟରେ ଛାତ୍ରୀମାନଙ୍କ ପାସ୍ ହାର ୭୨.୫୮% ରହିଥିଲା। ଆଉ ଛାତ୍ରମାନଙ୍କ ପାସ୍ ହାର ରହିଥିଲା ୬୪.୧୭%। ଅର୍ଥାତ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଗତବର୍ଷ ୮.୪୧% ଅଧିକ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।