ଜୁନାଗଡ଼ ଏସ୍‌ବିଆଇ ଶାଖାରେ ଅଗ୍ନିକାଣ୍ଡ; ଜଳିଗଲା ୨୦ଟି କମ୍ପ୍ୟୁଟର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଏସ୍‌ବିଆଇ ଶାଖାରେ ଆଜି ସକାଳ ୬ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୦ଟି କମ୍ପ୍ୟୁଟର ଓ ୧୦ଟି ଏସି ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର  ପୋଡ଼ି ନଷ୍ଟ ହୋଇଯାଇଛି। ସର୍ଟସର୍କିଟିରୁ ନିଆଁ ଲାଗିଥିବା ଆଶଙ୍କା କରଯାଉଛି।

ଜୁନାଗଡ଼ ଦମକଳ ବାହିନୀ  ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ଆହୁରି ପଢ଼ନ୍ତୁ

‘ଛେଣ୍ଡିପଦା ରାଣୀ’ ପାଇଁ ବିବାଦରେ ହ୍ୟୁମାନ ସାଗର

ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାର ମନା

ବିବାଦରେ ବିଏମସି କମିଶନର: ବର୍ଷିଲେ ବିଜୟ , ଥାନାରେ ବି ମାମଲା

କଟକ ସହର ପାଇଁ ଆଉ ୨ ଦିନ ବଢ଼ିଲା ଶଟ୍‌ଡାଉନ୍ ଅବଧି

ରାଜ୍ୟ କର୍ମଚାରୀଙ୍କୁ ବାହାରେ ମୁହଁ ଖୋଲିବା ମନା

ନୀତୀନଙ୍କୁ କରୋନା, ନୀଳାଞ୍ଚଳଙ୍କୁ ଉଠାଇ ନେଲା କୋଭିଡ୍‌ ଆମ୍ୱୁଲାନ୍ସ

ସୁପ୍ରିମକୋର୍ଟଙ୍କ ରାୟ ପରେ ରଥଯାତ୍ରା ସମ୍ଭବ ହେଲା: ଗଜପତି

ମନ୍ତ୍ରୀମହଲରେ ଟେନସନ୍, ପାୱାର କରିଡରରେ ବଢୁଛି ହାର୍ଟବିଟ୍

୨ବର୍ଷ ଯାଏଁ ଆର୍ଥିକ ଇମର୍ଜେନ୍ସୀ: ନିଯୁକ୍ତି, ଯୋଜନା ଓ ପ୍ରକଳ୍ପ ସବୁ ଠପ୍‌

ବିଏମସିର ନିଷ୍ପତ୍ତି ଅଗଣତାନ୍ତ୍ରିକ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ୯ଟି ବିରୋଧୀ ଦଳର ନେତା

ଓଏଏସ ଅଫିସରସ୍ତରରେ ଅଦଳବଦଳ; କାହାକୁ କଣ ମିଳିଲା ପଢ଼ନ୍ତୁ

‘ମୋ ସରକାର’ରେ ସାମିଲ ହେବ କୋଭିଡ୍ ପରିଚାଳନା