ଭୁବନେଶ୍ୱର: ଜୁନ୍ ୧ରେ ଣୌସୁମୀ ବାୟୁ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। କିନ୍ତୁ ଏବର୍ଷ ସାଧାରଣ ବୃଷ୍ଟିପାତରୁ କମ୍ ବର୍ଷା ହେବାର ସୂଚନା ମିଳିଛି। କମ୍ ବର୍ଷାର ଆଶଙ୍କା ଥିବା ଦେଶର ୫୮୦ଟି ଜିଲ୍ଲାକୁ ଚିହ୍ନଟ କରାଯାଇଛି। କମ୍ ବୃଷ୍ଟିପାତ ଅଞ୍ଚଳରେ ସମସ୍ତ ସତର୍କତା ବ୍ୟବସ୍ଥା ଗ୍ରହଣ କରିବା ସହ ସ୍ୱତନ୍ତ୍ର ଯୋଜନା କାର୍ଯ୍ୟକାରୀ ପାଇଁ ଚିନ୍ତା କରୁଛନ୍ତି ସରକାର। ତେବେ କମ୍ବର୍ଷା ଯୋଗୁଁ ଧାନ ଉତ୍ପାଦନ ପ୍ରଭାବିତ ହେବାର ଆଶଙ୍କା ଦେଖା ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।