ଜୁନ ୨ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ଜୁନ ୨ ତାରିଖରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଆସନ୍ତାକାଲିଠାରୁ ଅନ୍‌ଲାଇନ୍‌ରେ ଫର୍ମପୂରଣ ପ୍ରକ୍ରିୟା ଆରମ୍ଭ ହେବ। www.indiaresults.com ରେ ଛାତ୍ରଛାତ୍ରୀମାନେ ଫର୍ମପୂରଣ କରିପାରିବେ। ପରୀକ୍ଷା ସମ୍ପର୍କିତ ବିସ୍ତୃତ ସୂଚନା ପରେ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ପ୍ରଫେସର ଦକ୍ଷପ୍ରସାଦ ନନ୍ଦ ସୂଚନା ଦେଇଛନ୍ତି।

BOARD

Rakesh Mallick
  • Published: Thursday, 12 May 2016
  • , Updated: 12 May 2016, 03:39 PM IST

Related story