ଭୁବନେଶ୍ୱର : ଚଳିତ ବର୍ଷ ଜୁନ ୧ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକା ସଙ୍ଗେ କଳା ,ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଭୁବନେଶ୍ୱର ଓ ଅନ୍ୟ ୩ଟି ଜୋନ ଯଥା ସମ୍ୱଲପୁର, ବ୍ରହ୍ମପୁର ଓ ବାରିପଦାରେ ଏକାକାଳୀନ ପରୀକ୍ଷା ଫଳ ପ୍ରକାଶିତ ହେବ । ଏଥିପାଇଁ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ଚଳିତବର୍ଷ ମୋଟ ୩ ଲକ୍ଷ ୭୨ ହଜାର ପିଲା ପରୀକ୍ଷା ଦେଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।