ବ୍ରହ୍ମଗିରି: ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ମହା ଅଣବସର ଦର୍ଶନ ଜୁନ୍ ୩ରୁ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଶୁକ୍ରବାର ଏନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପାନୀୟ ଜଳ ପରିମଳ, ଆଲୋକ, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍ ନିୟନ୍ତ୍ରଣ ସଂପର୍କରେ ଆଲୋଚନା କରାଯାଇଥିଲା। ଚଳିତ ବର୍ଷ ପାରିମାଣିକ ଦର୍ଶନ ବନ୍ଦ କରାଯାଇଛି। ୪୫ ଦିନ ଅଣସରରେ ଶ୍ରୀଜୀଉଙ୍କ ସେବା ପୂଜାର ନୀତି ନିର୍ଘଣ୍ଟ ସେବାୟତ ନିଯୋଗ ସ୍ଥିର କରି ପ୍ରଶାସନକୁ ଜଣାଇବେ। ସେପଟେ ବୈଠକରେ ଅଣସର ସେବା ପାଇଁ ସେବାୟତ ନିଯୋଗ ୫ କୋଟି ଟଙ୍କ।ର ଦାବିକୁ ପୁଣି ଥରେ ଦୋହରାଇଛି। ଅଣବସର ସମୟରେ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିପାରନ୍ତି ନାହିଁ। ସେଥିଲାଗି ଅଲାରନାଥଙ୍କ ଦର୍ଶନ ଲାଗି ଭିଡ଼ ଜମେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।