ଗୁହାଳ ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ‘ମୋ ଗୁହାଳ ସ୍କିମ୍‌’ରେ ଗୁହାଳ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକର କନିଷ୍ଠ ଯନ୍ତ୍ରୀ (ଜେଇ) ସୁଧାଂଶୁ ଶେଖର ମଲ୍ଲିକ। ଜେଇ ସୁଧାଂଶୁ ଶେଖର ମଲ୍ଲିକ ଲାଞ୍ଚ ମାଗୁଥିବା ନେଇ ବୁରୁଝୁରୀ ପଞ୍ଚାୟତର ଉକ୍ତ ହିତାଧିକାରୀ ଜଣଙ୍କ ବ୍ରହ୍ମପୁର ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଯୋଜନା ମୁତାବକ ଆଜି […]

JE

JE

Jitendra Garnayak
  • Published: Friday, 02 September 2022
  • Updated: 02 September 2022, 09:35 PM IST

Sports

Latest News

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ‘ମୋ ଗୁହାଳ ସ୍କିମ୍‌’ରେ ଗୁହାଳ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକର କନିଷ୍ଠ ଯନ୍ତ୍ରୀ (ଜେଇ) ସୁଧାଂଶୁ ଶେଖର ମଲ୍ଲିକ।

ଜେଇ ସୁଧାଂଶୁ ଶେଖର ମଲ୍ଲିକ ଲାଞ୍ଚ ମାଗୁଥିବା ନେଇ ବୁରୁଝୁରୀ ପଞ୍ଚାୟତର ଉକ୍ତ ହିତାଧିକାରୀ ଜଣଙ୍କ ବ୍ରହ୍ମପୁର ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଯୋଜନା ମୁତାବକ ଆଜି ଉକ୍ତ ହିତାଧିକାରୀ ଜଣଙ୍କ ଜେଇ ଶ୍ରୀ ମଲ୍ଲିକଙ୍କୁ ବ୍ଲକ୍ କାର୍ଯ୍ୟାଳୟରେ ୭ ହଜାର ଟଙ୍କା ଦେଇଥିଲେ। ଜେଇ ଶ୍ରୀ ମଲ୍ଲିକ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରିଥିଲେ। ଜେଇ ଶ୍ରୀ ମଲ୍ଲିକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହା ସହିତ ତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଏହି ମାମଲାରେ ଖୋଳତାଡ଼ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story