କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଦିଗପହଣ୍ଡି ଗ୍ରାମ୍ୟ ଉନ୍ନୟନ ସେକ୍ସନ-୧ର କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀଙ୍କ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବଂଶୀଧରଙ୍କ ବ୍ରହ୍ମପୁର ଶକ୍ତିନଗର ଘର ସହିତ ପୋଲସରା ଚିରିକିପଦା ସ୍ଥିତ ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ବ୍ରହ୍ମପୁର ଲୋଚାପଡ଼ା ସ୍ଥିତ ତାଙ୍କ ସଂପର୍କୀୟଙ୍କ ଘର ସହିତ ଦିଗପହଣ୍ଡି ସ୍ଥିତ ତାଙ୍କ ଅଫିସ୍‌ରେ ଏକକାଳୀନ ଚଢ଼ାଉ କରାଯାଇଛି। ତାଙ୍କର ଶକ୍ତିନଗରର ଲେନ୍‌-୨ ସ୍ଥିତ ଘରଟି ତିନି ମହଲା […]

House

House

Jitendra Garnayak
  • Published: Tuesday, 28 December 2021
  • Updated: 28 December 2021, 10:12 AM IST

Sports

Latest News

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଦିଗପହଣ୍ଡି ଗ୍ରାମ୍ୟ ଉନ୍ନୟନ ସେକ୍ସନ-୧ର କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀଙ୍କ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ବଂଶୀଧରଙ୍କ ବ୍ରହ୍ମପୁର ଶକ୍ତିନଗର ଘର ସହିତ ପୋଲସରା ଚିରିକିପଦା ସ୍ଥିତ ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ବ୍ରହ୍ମପୁର ଲୋଚାପଡ଼ା ସ୍ଥିତ ତାଙ୍କ ସଂପର୍କୀୟଙ୍କ ଘର ସହିତ ଦିଗପହଣ୍ଡି ସ୍ଥିତ ତାଙ୍କ ଅଫିସ୍‌ରେ ଏକକାଳୀନ ଚଢ଼ାଉ କରାଯାଇଛି। ତାଙ୍କର ଶକ୍ତିନଗରର ଲେନ୍‌-୨ ସ୍ଥିତ ଘରଟି ତିନି ମହଲା ବିଶିଷ୍ଟ।

ଦୁଇ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି। ତାଙ୍କର କେତେ ସଂପତ୍ତି ରହିଛି, ତାହା ସନ୍ଧ୍ୟା ସୁଦ୍ଧା ଜଣାପଡ଼ିଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ବଂଶୀଧର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ପାଇବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ରହ୍ମପୁରର ସ୍ପେଶାଲ ଭିଜିଲାନ୍ସ କୋର୍ଟରେ ସର୍ଚ୍ଚ ୱାରେଣ୍ଟ ପାଇଁ ଆବେଦନ କରାଯାଇଥିଲା। କୋର୍ଟଙ୍କ ଅନୁମତି ପାଇବା ପରେ ଆଜି ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story