ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର।। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆଜି ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର […]

High-court

High-court

Tapaswini Nayak
  • Published: Friday, 05 November 2021
  • Updated: 05 November 2021, 02:26 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର।। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆଜି ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ। ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୫ରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ। ସେହି ବର୍ଷରୁ ସେ ଓଡିଶା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story