ଜଷ୍ଟିସ ବିକେ ପଟେଲ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିକେ ପଟେଲଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଆଜି ଏନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ବିପି ଦାଶ ଚଳିତମାସ ୧୪ତାରିଖରେ ଅଧ୍ୟକ୍ଷ ପଦବୀରୁ ଅବସର ନେବାପରେ ଏହି ପଦ ଖାଲି ପଡ଼ିଥିଲା। ସୂଚନା ଅନୁସାରେ, ଗତ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜଷ୍ଟିସ ବିକେ ପଟେଲଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବାକୁ ରାଜ୍ୟପାଳଙ୍କୁ […]

ohrc

ohrc

Manoranjan Sial
  • Published: Friday, 27 November 2020
  • Updated: 27 November 2020, 07:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିକେ ପଟେଲଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଆଜି ଏନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ବିପି ଦାଶ ଚଳିତମାସ ୧୪ତାରିଖରେ ଅଧ୍ୟକ୍ଷ ପଦବୀରୁ ଅବସର ନେବାପରେ ଏହି ପଦ ଖାଲି ପଡ଼ିଥିଲା।

ସୂଚନା ଅନୁସାରେ, ଗତ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜଷ୍ଟିସ ବିକେ ପଟେଲଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରାଯାଇଥିଲା। ରାଜ୍ୟପାଳଙ୍କ ଅନୁମୋଦନ ପରେ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ପଟେଲ ୨୦୧୭ ଜୁନ୍ ମାସରେ ରାଜ୍ୟ ଖାଉଟି ବିବାଦ ସମାଧାନ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ। ତେବେ ଜାନୁୟାରୀ ମାସରେ ସେ ଏହି ପଦବୀରୁ ଅବସର ନେଇଥିଲେ। ଏବେ ତାଙ୍କୁ ରାଜ୍ୟ ସରକାର ନୂତନ ନିଯୁକ୍ତି ଦେଇଛନ୍ତି।

୧୯୫୩ ମସିହା ଜାନୁୟାରୀ ୨୪ରେ ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମିତ ଜଷ୍ଟିସ ପଟେଲ ରାଜ୍ୟ ଆଇନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିସାରିଛନ୍ତି। ସେ ୨୦୦୮ ଜାନୁୟାରୀରୁ ୨୦୧୫ ଜାନୁୟାରୀ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ସେ ରାଜ୍ୟ ସରକାରଙ୍କ ଅନେକ ପଦପଦବୀରେ କାର୍ଯ୍ୟ ସରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ମାନବାଧିକାର କମିଶନରେ ଏବେ ଜଷ୍ଟିସ ରଘୁବୀର ଦାଶ ଓ ଅସିମ୍ ଅମିତାଭ ଦାଶ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story